Masthead

‘ଇତିହାସ ସୃଷ୍ଟି କରିବ ଓଡ଼ିଶା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଗସ୍ତ ପୂର୍ବରୁ ପୁଣି ଟୁଇଟ୍ କଲେ ପ୍ରଧାନମନ୍ତ୍ରୀ ମୋଦି । କାଲିର ରୋଡ୍‌ ସୋ’ ଭିଡିଓ ସହ ପୁଣି ଟୁଇଟ୍‌ କଲେ । ସେ ଟ୍ୱିଟ କରି କହିଛନ୍ତି ଏଥର ନିର୍ବାଚନରେ ଓଡ଼ିଶା ଇତିହାସ ରଚିବ । ସେପଟେ ଭୁବନେଶ୍ୱରରୁ କନ୍ଧମାଳ ଅଭିମୁଖେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବାୟୁସେନାର ସ୍ୱତନ୍ତ୍ର ଏମଆଇ-୧୭ ହେଲିକପ୍ଟର ଯୋଗେ କନ୍ଧମାଳ ଅଭିମୁଖେ ଯାତ୍ରା କରିଛନ୍ତି।

ଫୁଲବାଣୀରେ ଆୟାଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ। ପରେ ପରେ ଆଉ ୨ଟି ଜନସଭାକୁ ସମ୍ବୋଧିତ କରିବେ। ୧୦ଟା ୩୦ରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ୧୨ଟା ୧୫ରେ ବଲାଙ୍ଗିର, ୧ଟା ୪୫ରେ ବରଗଡ଼ରେ ଜନସଭା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ