Masthead

ଭୋଟ ପାଇଁ ନୋଟ ବଣ୍ଟନ!

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ବିଜେଡି ରାଜ୍ୟ ସମ୍ପାଦକ ସୁଧୀର ଦାସଙ୍କ ଭୋଟ ପାଇଁ ଟଙ୍କା ବଣ୍ଟନ କରୁଥିବା ଭିଡିଓ ଭାଇରାଲ୍ ହୋଇଛି ଗୋଟିଏ ରୁ ଗୋଟିଏ ମୋବାଇଲକୁ ଘୁରି ବୁଲୁଛି । ଏହି ଭିଡିଓରେ ଏକ ଗାଁରେ ଭୋଟ ଦେବା ପାଇଁ ସୁଧୀର ଦାସ ଖୁଲମଖୁଲା ଟଙ୍କା ବାଣ୍ଟୁଛନ୍ତି । ଏହି ସ୍ଥାନଟି ରାୟଗଡ଼ା ଜିଲ୍ଲା ବିଷମକଟକ ନିର୍ବାଚନମଣ୍ଡଳି ବେଥିଆ ପଡ଼ା ଗାଁର ବୋଲି ଅନୁମାନ କରାଯାଉଛି ।

ଶୁକ୍ରବାର ଏହି ଘଟଣା ଘଟିଥିବା ଜଣାପଡିଛି। ଏନେଇ ନିର୍ବାଚନ କମିଶନରଙ୍କୁ ତଦନ୍ତ କରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଜେପି ପ୍ରାର୍ଥୀ ଜଗନ୍ନାଥ ନୁଣ୍ଡୁରୁକା ଦାବି କରିଛନ୍ତି। ଏନେଇ ବିଜେଡି ପ୍ରାର୍ଥୀ ଜଗନ୍ନାଥ ସାରକା ଓ ଟଙ୍କା ବଣ୍ଟନ କରୁଥିବା ବିଜେଡି ରାଜ୍ୟ ସମ୍ପାଦକ ସୁଧୀର ଦାସଙ୍କ କିଛି ପ୍ରତିକ୍ରିୟା ମିଳିପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ