Masthead

ଅବସର ନେବେ ମୋଦି, ଶାହା ହେବେ ପ୍ରଧାନମନ୍ତ୍ରୀ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଲରୁ ବାହାରି ଆସି ବିଜେପିକୁ ଟାର୍ଗେଟ କଲେ ଅରବିନ୍ଦ ଅରବିନ୍ଦ କେଜ୍ରିୱାଲ । ସେ ବିଜେପି ପ୍ରଶ୍ନ କରିଛନ୍ତି ତୁମର ପ୍ରଧାନମନ୍ତ୍ରୀ କିଏ ହେବ। ଆପଣ ହୁଏତ ଭାବୁଥିବେ ଯେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବେ । କିନ୍ତୁ ନା, ଆସନ୍ତା ବର୍ଷ ମୋଦି ୭୫ ବର୍ଷ ବୟସ ଅତିକ୍ରମ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ନିଜେ ବିଜେପି ଭିତରେ ଏକ ନିୟମ କରିଛନ୍ତି ଯେ ୭୫ ବର୍ଷ ବୟସ ପରେ ସେ ଅବସର ଗ୍ରହଣ କରିବେ। ପ୍ରଥମେ ଲାଲ କୃଷ୍ଣ ଆଡଭାନୀ ଏବଂ ପରେ ଅବସର ନେଇଛନ୍ତି ମୁରଲି ମନୋହର ଯୋଶୀ।

କେଜ୍ରିୱାଲ କହିଛନ୍ତି ଯେ ଏଭଳି ପରିସ୍ଥିତିରେ ଯଦି ବିଜେପି ସରକାର ଗଠନ କରେ ତେବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଶର ପ୍ରଧାନମନ୍ତ୍ରୀ ହୋଇପାରିବେ। ଅରବିନ୍ଦ କହିଛନ୍ତି ଯେ ମୁଁ ତୁମ ସମସ୍ତଙ୍କ ମଧ୍ୟରେ ଫେରିଥିବାରୁ ବହୁତ ଖୁସି। ଆମ ଦେଶକୁ ଏକଛତ୍ରବାଦୀ ଶାସନରୁ ରକ୍ଷା କରିବାକୁ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି