Masthead

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ରରେ ହେବ ନିର୍ବାଚନ । ପ୍ରସ୍ତୁତି, ଭୋଟରଙ୍କ ସଂଖ୍ୟା ଓ ବୁଥ୍‌ ଆଦିକୁ ନେଇ ସିଇଓଙ୍କ ସୂଚନା । ପୁରୁଷଙ୍କ ଠାରୁ ମହିଳା ଭୋଟର ଅଧିକ, ୭୩୦୩ ମତଦାନ କେନ୍ଦ୍ର । ୧୨୯୪ ଶତାୟୁ ଭୋଟର, ୬୨୯୬ ଚାକିରିଆ ଭୋଟର । ୭୧୫ ବୁଥ୍‌ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ । ୧୨୭୬ ଆଦର୍ଶ ବୁଥ୍‌, ୬୦ଟି ମତଦାନ କେନ୍ଦ୍ରରୁ ଲାଇଭ୍‌ ହେବ । ୧୨୬୪ କ୍ରିଟିକାଲ ପୋଲିଂ ଷ୍ଟେସନ, ରାୟଗଡ଼ାରେ ସଚେତନ ସୃଷ୍ଟି ବ୍ୟବସ୍ଥା । ମୋଟ ୫୨,୫୦୦ ପୋଲିଂ କର୍ମଚାରୀ ନିୟୋଜିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼