ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କର ମାରାଥନ ପ୍ରଚାର

କଟକ (ବଡ଼ ଖବର ବ୍ୟୁରୋ) ନିର୍ବାଚନ ଦିନ ଯେତିକି ପାଖେଇ ଆସୁଛି ପ୍ରତ୍ୟକ୍ ଦଳ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଧ୍ୟ ଜୋର୍ ଧରିଛି । ବିଜେଡି ଓ କଂଗ୍ରେସ ଦଳର ପ୍ରାର୍ଥୀ ଘୋଷଣା ହେବା ପରେ ପ୍ରାର୍ଥୀମାନେ ନିକ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ରଣନୀତି ଆପଣେଇଛନ୍ତି । ବିଜେପି ଦଳର ବିଧାୟକ ପ୍ରାର୍ଥୀଙ୍କ ନାମ ଘୋଷଣା ହେବାରେ ବିଳମ୍ବ ହୋଇଥିଲେ ମଧ୍ୟ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାରରେ ଦଳୀୟ କର୍ମୀମାନେ ପଛରେ ନାହାନ୍ତି ।

କଟକ ଜିଳ୍ଲା ବିଜେପି ଦଳର ହେଭିୱେଟ ନେତା ସମୀର ଦେ ଓ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ , ଯୁବନେତା ଦେବୁ ଘୋଷ ବିଜେପି ଦଳର କଟକ ବାରବାଟୀ ବିଧାୟକ ପ୍ରାର୍ଥୀ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇ ଛନ୍ତି । ନିଜ ନିର୍ବାଚନମଣ୍ଡଳିରେ ବାଇକ୍ ଶୋଭାଯାତ୍ରା କରିବା ସହିତ ବିଭିନ୍ନ ୱାର୍ଡରେ କର୍ମୀ ସମ୍ମିଳନୀ କରି ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ଓ ସମର୍ଥନ ପାଇବା ପାଇଁ ଚେଷ୍ଟା ଚଳାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’