Masthead

ଓଡ଼ିଶାବାସୀଙ୍କୁ ମତଦାନ ପାଇଁ ଅପିଲ କଲେ ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ଭୋଟ୍ ଗ୍ରହଣ । ପ୍ରଥମ ପର୍ୟ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଏକା ସଙ୍ଗେ ହେଉଛି ଭୋଟିଂ । ପ୍ରାୟ ୬୨ଲକ୍ଷ ୮୭ ହଜାର ଭୋଟର ନିଜ ମତଦାନ ସାବ୍ୟସ୍ତ କରିବେ । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ ।

ଖରାକୁ ଦୃଷ୍ଟିରେ ରଖି ଅନେକ ମତଦାନ କେନ୍ଦ୍ରରେ ଭୋଟରଙ୍କ ଭିଡ଼ ଦେଖିବାକୁ ମିଳିଛି । ଭୋଟିଂକୁ ଦୃଷ୍ଟିରେ ରଖି ମାଓ ପ୍ରବଣ ଅଞ୍ଚଳରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେପଟେ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଓଡ଼ିଶାବାସୀଙ୍କୁ ମତଦାନ କରିବାକୁ ଅପିଲ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ରାଜ୍ୟବାସୀଙ୍କୁ ମତଦାନ ସାବ୍ୟସ୍ତ କରିବାକୁ ଅପିଲ କରୁଛି। ଆପଣଙ୍କ ଭୋଟ୍‌ ଆପଣଙ୍କ ସ୍ୱର। ଏହାକୁ ଦୃଢ଼ ଓ ସ୍ପଷ୍ଟ ଭାବରେ ଉତ୍ତୋଳନ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ