Masthead

ଇଭିଏମ ମେସିନ ଅଚଳ

ବିଷମକଟକ (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ। ପ୍ରଥମ ପର୍ୟ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।

ସେପଟେ ରାୟଗଡା ଜିଲ୍ଲା ବିଷମକଟକ ନିର୍ବାଚନମଣ୍ଡଳି କୁମାରଧାମୁଣି ସେବାଶ୍ରମର ୨୦୯ ନଂ ବୁଥର ଲୋକସଭା ନିର୍ବାଚନ ଇଭିଏମ ମେସିନ ଅଚଳ ହୋଇଛି । ଘଟଣାକୁ ନେଇ ହନ୍ତସନ୍ତ ଭୋଟର । ଦୀର୍ଘ ୪୦ ମିନିଟ ଧରି ଇଭିଏମ ମେସିନ କାମ କରୁନଥିବା କହିଛନ୍ତି ପ୍ରିଜାଡିଙ୍ଗ ଅଭିସର ସୁଦାମ ଚରଣ ସବର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା