Masthead

୯ଟା ସୁଦ୍ଧା ୯.୨୫% ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ୨୮ଟି ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ରାଜ୍ୟରେ ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ ହୋଇଛି ।

ଇସିଆଇ ଆପରୁ ମତଦାନ ନେଇ ସୂଚନା ଦିଆଯାଇଛି । ଗଜପତି ୧୦.୨୦%, ଗଞ୍ଜାମ ୬.୮୧%, କଳାହାଣ୍ଡି ୯.୦୬% ଭୋଟ ଗ୍ରହଣ ହୋଇଥିବାବେଳ କୋରାପୁଟ ୧୩.୧୪%, ମାଲକାନଗିରି ୯.୧୫% ହୋଇଛି । ସେହିପରି ନବରଙ୍ଗପୁର ୮.୯୭%, ନୂଆପଡ଼ା ୯.୯୮%, ରାୟଗଡ଼ା ୭.୫୨% ଭୋଟ ଗ୍ରହଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ