Masthead

ତ୍ରୁଟି ପାଇଁ ୨ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଚାଲିଥିବା ପ୍ରଥମ ଫେଜ୍‌ ଭୋଟିଂ ନେଇ ସିଇଓଙ୍କ ସୂଚନା । ତ୍ରୁଟି ପାଇଁ ୨ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଛି । ଗଞ୍ଜାମର ଜଣେ ଓ ନର୍ଲାର ଜଣେ ପୋଲିଂ ଅଫିସର ସସ୍‌ପେଣ୍ଡ୍‌ । ଚିକିଟିରେ କିଛି ଘଟଣା ଘଟିଛି, ଜିଲ୍ଲାପାଳଙ୍କ ସହ କଥା ହୋଇଛି । ମାତ୍ର ସେଠାରେ ମତଦାନ ଠିକ୍‌ଠାକ ଜାରି ରହିଛି । ଯେଉଁଠି ଇଭିଏମ ତ୍ରୁଟି ସାମ୍ନାକୁ ଆସିବ ଅଧ ଘଣ୍ଟାଏରେ ସମାଧାନ । ମକ୍‌ପୋଲ ବେଳେ ଯେଉଁଠି ତ୍ରୁଟି ସାମ୍ନାକୁ ଆସିଛି ରିପ୍ଲେସ ହୋଇଛି ।

ବିଶେଷକରି କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ତ୍ରୁଟି ସାମ୍ନାକୁ ଆସିଛି । ଭୋଟର ଭୋଟ ଦେବାକୁ ଲମ୍ବା ଲାଇନରେ ଅଛନ୍ତି ।’ ସେହିପରି ବିଚ୍ଛିନ୍ନାଞ୍ଚଳରେ ମତଦାନ ନେଇ ଖୁସି ପ୍ରକଟ କଲେ ସିଇଓ । ‘୨୦୧୯ରେ ୨୩ଟା ବୁଥ୍‌ ଲୋକେ ବିଏସଏଫ କ୍ୟାମ୍ପ୍‌ରେ ଭୋଟ ଦେଇଥିଲେ’ । ‘ମାତ୍ର ଏଥର ସେମାନେ ନିଜ ଗାଁରେ ଭୋଟ୍‌ ଦେଉଛନ୍ତି’ । ‘ଗତ ଥର ୧୦ଟି ବୁଥ୍‌ରେ କେହି ଭୋଟ ଦେଇ ନ ଥିଲେ’ । ମାତ୍ର ଏଥର ସେହି ୧୦ ବୁଥ୍‌ରେ ମତଦାନ ଚାଲିଥିବା ନେଇ ଗଣମାଧ୍ୟକୁ ସୂଚନା ଦେଇଛନ୍ତି ସିଇଓ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ