Masthead

ଗିରଫ ହେବେ ଅନୁଭବ!

କଟକ (ବଡ଼ ଖବର ବ୍ୟୁରୋ): ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି । ଅନୁଭବଙ୍କ ବିରୋଧରେ ଜାରି ହେଲା ଏନବିଡବ୍ଲ୍ୟୁ ।  ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ କଟକ ଜେଏମ୍‌ଏଫସି (MP, MLA) କୋର୍ଟ ପକ୍ଷରୁ NBW ଜାରି କରାଯାଇଛି । ପୁରୀଘାଟ ଥାନାରେ ରୁଜୁ ହୋଇଥିବା ମାମଲାରେ ଅନୁଭବଙ୍କ ବିରୋଧରେ ଜାରି ହେଲା NBW । ଚାର୍ଜଫ୍ରେମ୍ ପାଇଁ ହାଜର ନ ହୋଇ ବାରମ୍ବାର ସମୟ ମାଗୁଥିଲେ । ତେଣୁ ଚାର୍ଜଫ୍ରେମ୍ ପାଇଁ ହାଜର ନ ହେବାରୁ NBW ଜାରି କଲେ କୋର୍ଟ । ଏନେଇ ଆସନ୍ତା ୨୩ ତାରିଖ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସରକାରୀ ଓକିଲ ଆଫ୍ରୋଜ୍ ଅହମ୍ମଦ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ