Masthead

୨ ପ୍ରିଜାଇଡିଂ ଅଫିସରଙ୍କୁ ଗିରଫ ନିର୍ଦ୍ଦେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨ ପ୍ରିଜାଇଡିଂ ଅଫିସରଙ୍କୁ ସସପେଣ୍ଡ ସହ ଗିରଫ ନିର୍ଦ୍ଦେଶ । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସିଇଓଙ୍କ ସୂଚନା । ଛତ୍ରପୁରର ୨୭ ଓ ୧୬୩ ନଂ ବୁଥର ପ୍ରିଜାଇଡିଂ ଅଫିସର ଡ୍ୟୁଟିରେ ଗୁରୁତର ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦିଆଯାଇଛି । ଗୋପାଳପୁରର ୧୯୩ ନଂ ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ମଧ୍ୟ ସସପେଣ୍ଡ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ