Masthead

୭୩.୯୭% ମତଦାନ ସହ ସରିଲା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ । ଇଭିଏମରେ ସିଲ୍ ହେଲା ୩୭ ସାଂସଦ ଓ ୨୪୩ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୪ ଲୋକସଭା ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ଭୋଟ୍ ପଡ଼ିଛି। ଓଡିଶାରେ ପ୍ରଥମ ପର୍ଯ୍ୟାୟରେ ୭୩.୯୭% ମତଦାନ ହୋଇଛି। ସେହିପରି ଦେଶରେ ଚତୁର୍ଥ ପର୍ଯ୍ୟାୟରେ ୧୦ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର ୯୬ଟି ଲୋକସଭା ଆସନ ପାଇଁ ହୋଇଛି ମତଦାନ। ପଶ୍ଚିମବଙ୍ଗରେ ସର୍ବାଧିକ ୭୮.୩୭% ଭୋଟ୍ ରହିଛି।

ଲମ୍ବାଲାଇନରେ ରହି ଭୋଟର ମତାଦନ କରିଥିବା ବେଳେ ପୂରା ପ୍ରକ୍ରିୟା ଉପରେ ନଜର ରଖିଥିଲେ ନିର୍ବାଚନ କମିଶନ। କିଛି ସ୍ଥାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଜ ନିଜ ବୁଥରେ ଭୋଟ ଦେଇଛନ୍ତି ପ୍ରାର୍ଥୀ। କିଛି ସ୍ଥାନରେ ସକାଳେ ଇଭିଏମରେ ତ୍ରୁଟି ଦେଖାଯାଇଥିଲା ତୁରନ୍ତ ଆକ୍ସନକୁ ଆସିଥିଲା ପୋଲିଂ ଟିମ୍। ସେଠାରେ ଇଭିଏମ ବଦଳାଯାଇ ଭୋଟିଂ ଆରମ୍ଭ କରାଯାଇଥିଲା। ସକାଳୁ ସକାଳୁ ଦେଖାଦେଇଥିଲା ଭୋଟଦାନର ଉତ୍ସାହ। ମାଓ ଅଞ୍ଚଳ ଏବଂ ବିଚ୍ଛିନ୍ନାଞ୍ଚଳରେ ମଧ୍ୟ ଭୋଟ୍ ଦେଇଥିଲେ ଭୋଟର୍। ଦିବ୍ୟାଙ୍ଗ ଭୋଟର ହ୍ବିଲଚେୟାରରେ ଆସି ଭୋଟ୍‌ ଦେଇଥିଲେ। ସେହିପରି କିଛି ସ୍ଥାନରେ ଗଣ୍ଡଗୋଳ ହୋଇଥିବାର ସୂଚନା ମିଳିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ