ଶୁଭ ମୁହୂର୍ତ୍ତରେ ନାମାଙ୍କନ ଦାଖଲ କରିବେ କଙ୍ଗନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ୭ ପର୍ଯ୍ୟାୟ ବିଶିଷ୍ଟ ଲୋକସଭା ନିର୍ବାଚନର ମତଦାନ ପ୍ରକ୍ରିୟା ଜାରି ରହିଛି । ହିମାଚଳ ପ୍ରଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ଚାଲିଛି। ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାକୁ ମଙ୍ଗଳବାର ଶେଷ ଦିନ ରଖାଯାଇଛି। ମଣ୍ଡି ସଂସଦୀୟ ନର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ କଙ୍ଗନା ରାନାୱତ ମଙ୍ଗଳବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ।

ସକାଳ ୧୧ ଟାରେ ପଡ୍ଡଲ ମଇଦାନରୁ ସେରି ମଞ୍ଚ ପର୍ୟ୍ୟନ୍ତ ଏକ ରୋଡ ଶୋ କରି କଙ୍ଗନା ୧୧ଟା ୪୫ରେ ଡେପୁଟି କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ସେ ୧୨ଟା ୦୧ରେ ନାମାଙ୍କନ ଦାଖଲ କରିବେ। ତାଙ୍କ ନାମାଙ୍କନପତ୍ର ଦାଖଲ କରିବା ପରେ କଙ୍ଗନା ସେରି ମଞ୍ଚରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’