Masthead

ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ

ବାରଣାସୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାରଣାସୀରୁ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ । ଏହା ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ। ଆଜି ୩ୟ ଥର ପାଇଁ ବାରାଣସୀରୁ ନାମାଙ୍କନ ଭରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରିଟର୍ଣ୍ଣି ଅଫିସରଙ୍କ ନିକଟରେ ଦାଖଲ କରିଛନ୍ତି ପ୍ରାର୍ଥିପତ୍ର । ଏହି ସମୟରେ ପଣ୍ଡିତ ଗଣେଶ୍ୱର ଶାସ୍ତ୍ରୀଙ୍କ ସହ ୪ ଜଣ ପ୍ରସ୍ତାବକ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା