ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅସୁସ୍ଥ

ବିହାର (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନ ଭିତରେ ଏକ ବଡ଼ ଖବର ଆସିଛି। ସୂଚନା ମିଳିଛି କି ମୁଖ୍ୟମନ୍ତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ନିର୍ବାଚନ ଭିତରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି । ବର୍ତ୍ତମାନ ସେ ଚିକିତ୍ସିତ ହେଉଛନ୍ତି ।

ସୂଚନା ଅନୁଯାୟୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ ହୋଇ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଡାକ୍ତରଙ୍କ ଟିମ ଲଗାତର ଭାବେ ତାଙ୍କ ଚିକିତ୍ସା ଜାରି ରଖିଛନ୍ତି। ସ୍ବାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ