Masthead

ଭୋଟରଙ୍କ ପ୍ରଶ୍ନରେ ଘାଇଲା ବିଧାୟକ ଲତିକା ପ୍ରଧାନ

ଖଲିକୋଟ (ବଡ଼ ଖବର ବ୍ୟୁରୋ): ବିଧାୟକ ଲତିକା ପ୍ରଧାନଙ୍କୁ ବିରୋଧ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗରରେ ଦେଖିବାକୁ ମିଳୁଛି ବିଧାୟିକା ଲତିକା ପ୍ରଧାନଙ୍କୁ ବିରୋଧ । ପ୍ରଚାର ବେଳେ ଭୋଟରଙ୍କ ପ୍ରଶ୍ନରେ ଘାଇଲା ହେଲେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ବେଗୁନିଆପଡ଼ା ଠାରେ ବିଧାୟିକା ଲତିକା ପ୍ରଧାନଙ୍କୁ ବିରୋଧ କଲେ ଗ୍ରାମବାସୀ ।

୫ ବର୍ଷରେ କ’ଣ କରିଛ ବୋଲି ପ୍ରଶ୍ନ କରିବା ସହ ଆମ ଓଡ଼ିଶା ନବୀନ ଓଡ଼ିଶାରେ ୫୦ ଲକ୍ଷ କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ଜନତା । କିଛି ମହିଳା ଗୁଡେଇ ତୁଡେଇ ପ୍ରଶ୍ନ କରୁଥିବା ବେଳେ ଲତିକାଙ୍କ ସମର୍ଥକମାନେ ଉତ୍ତେଜିତ ହୋଇ ମହିଳାଙ୍କୁ ଆସନମାନ କରିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ