Masthead

ହାତୀ ଆକ୍ରମଣରେ ଦୁଇ ଗୁରୁତର

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଭଞ୍ଜନଗର ଉତ୍ତର ଘୁମୁସର ମୁଜାଗଡ଼ ରେଞ୍ଜ ମହାଗୁଡା ଗ୍ରାମରେ ହାତୀ ଚକୁଡି ଦୁଇ ଜଣ ଗୁରୁତର । ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ମହାଗୁଡା ଗ୍ରାମର ବିଦ୍ୟାଧର ଗୌଡ଼ ଓ ଚିତ୍ରସେନ ସେଠୀ ସ୍ଥାନୀୟ ନଦୀକୁ ଗାଧେଇବା ପାଇଁ ଯାଇଥିଲେ।

ଗାଧୋଇ ଘରକୁ ଫେରିଲା ରାସ୍ତାରେ ହାତୀ ହାବୁଡ଼ରେ ପଡିଯାଇଥିଲୋ ବିଦ୍ୟାଧର ଗୌଡଙ୍କୁ ହାତୀ ଚକୁଡି ଦେଇଥିବା ବେଳେ ଚିତ୍ର ସେନ ସେଠୀକୁ ହାତୀ ଫିଙ୍ଗି ଦେଇଥିବା ଜଣାପଡିଛି। ଉଭୟ ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ ରେ ଭର୍ତ୍ତି କରିଥିଲା। ବିଦ୍ୟାଧରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା