Masthead

ପାଣ୍ଡପଡାରେ ସୌମ୍ୟଙ୍କ ଶକ୍ତି ପ୍ରଦର୍ଶନ

ହରିଚନ୍ଦପୁର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ବହୁ ଚର୍ଚ୍ଚିତ ନିର୍ବାଚନମଣ୍ଡଳି ଘସିପୁରାରେ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ସୋମ୍ୟରଞ୍ଜନ ପଟ୍ଟନାୟକ ଘଟଗାଁ ବ୍ଲକ ପଣ୍ଡାପଡା ସମେତ ୯ ଟି ପଂଚାୟତରେ ହଜାର ହଜାର ସମର୍ଥକଙ୍କ ବାଇକ ରାଲି କରିଥିଲେ । ବିଧାୟକ ପାର୍ଥୀଙ୍କ ନିର୍ବାଚନୀ ଚିହ୍ନ ଅଟୋ ରିକ୍ସା ଥିବାରୁ ଅଟୋରେ ମଧ୍ୟ ରାଲି କରିଥିଲେ ।

ଉକ୍ତ ନିର୍ବାଚନରେ ପ୍ରତିଦ୍ୱନ୍ଦୀ ନେତା ବଦ୍ରି ନାରାୟଣ ପାତ୍ରଙ୍କୁ ସମାଲୋଚନା କରିବା ସହ ସବୁ ସ୍ଥାନରେ ଭୋଟରମାନେ ପରିବର୍ତ୍ତନ କରିବା ପାଇଁ ନାରା ଦେଇ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ନିଶ୍ଚିତ ବିଜୟୀ କରିବେ ବୋଲି ଦୃଢୋକ୍ତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ