Masthead

ଓଡ଼ିଶାବାସୀ ଚାହୁଁଛନ୍ତି ବିଜେପି ଆସୁ: ଓମ୍‌ ବିର୍ଲା

ଭୁବନେଶ୍ୱର (ବଧଡ଼ ଖବର ବ୍ୟୁରୋ): ବାଲେଶ୍ବରରେ ଲୋକସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ପ୍ରତିକ୍ରିୟା । କହିଛନ୍ତି ଓଡ଼ିଶାବାସୀ ପରିବର୍ତ୍ତନ ଚାହୁଁଛନ୍ତି । ବିଜେପି ଆସୁ ଚାହୁଁଛନ୍ତି ଓଡ଼ିଶାବାସୀ । ୨୫ ବର୍ଷ ସରକାରରେ ଗରିବଙ୍କ ପାଇଁ କିଛି କରିପାରି ନାହାନ୍ତି । ଓଡ଼ିଶାରେ ପୂର୍ଣ୍ଣରୂପରେ ସବୁ ଲୋକସଭା ଜିତିବ ବିଜେପି ।

ସେ ଆହୁରି ମଧ୍ୟ କହିଛନ୍ତି ଦୁଇ ଜାଗାରେ ଗୋଟିଏ ସରକାର ହେଲେ ବିକାଶର ନୂଆ ଧାରା ହେବ । ନବୀନ ସରକାର ଲୋକେ ଦେଖିଛନ୍ତି ଏବେ ବିଜେପି ସରକାର ଦେଖିବେ । ଆଗାମୀ ଦିନରେ ଓଡ଼ିଶାରେ ବିକାଶର ପ୍ରବଳ ସମ୍ଭାବନା ରହିଛି । ଦେଶବାସୀ ମୋଦିଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି