Masthead

ଚାଇନାର ଉତ୍ପାଦ ଉପରେ ଆମେରିକାର ବଡ ନିଷ୍ପତି

ଓ୍ବାଶିଂଟନ୍‌(ବଡ଼ ଖବର ବ୍ୟୁରୋ):ଚାଇନା ବିରୋଧରେ ଆମେରିକା ର ବଡ ଆକ୍ସନ । ଚାଇନାର ଉତ୍ପାଦ ଉପରେ ଆମେରିକା ଭାରି ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି । ଏଥିରେ ଇଲେକ୍ଟ୍ରିକ ଯାନ, ବ୍ୟାଟେରୀ, ଷ୍ଟିଲ, ସୌର ସେଲ୍‌ ଏବଂ ଆଲୁମିନିୟମ ସାମିଲ ଅଛି । ବୈଦ୍ୟୁତିକ ଯାନ ଉପରେ ୧୦୦ ପ୍ରତିଶତ, ସେମିକଣ୍ଡକ୍ଟର ଉପରେ ୫୦ପ୍ରତିଶତ ଏବଂ ବୈଦ୍ୟୁତିକ ଯାନ ବ୍ୟାଟେରୀ ଉପରେ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଘୋଷଣା କରାଯାଇଛି । ହ୍ବାଇଟ ଦେଶକୁ ସମ୍ବୋଧିତ କରୁଥିବାବେଳେ ରାଷ୍ଟ୍ରପତି ଜୋ ବାଇଡେନ ଏହା ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର