Masthead

ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ବଢ଼ିଲାଣି ରାଜନୈତିକ ଉଷ୍ମତା । ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଆଜି ଖଡଗେ ଦିନ ୧୧.୩୦ ସମୟରେ ଭୁବନେଶ୍ୱର ପହଂଚିବା ପରେ ମେ ଫେୟାରରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବେ । ଏହାପରେ ଅପରାହ୍ଣ ୩ଟାରେ ଫୁଲବାଣୀରେ ଏକ ପ୍ରଚାର ସମାବେଶକୁ ସମ୍ବୋଧନ କରି କଂଗ୍ରେସ ସାଂସଦ ପ୍ରାର୍ଥୀ ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ।

ପରେ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ । ଏହାପରେ ଖୁବଶୀଘ୍ର ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଖୁବଶୀଘ୍ର ଓଡ଼ିଶା ଆସିବା ନେଇ ଆଲୋଚନା ଚାଲିଥିବା ଜଣାପଡ଼ିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ କଂଗ୍ରେସର କୌଣସି ଶୀର୍ଷ ନେତୃତ୍ୱ ଓଡ଼ିଶାକୁ ପ୍ରଚାର ପାଇଁ ଆସିନଥିଲେ । ଏବେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ କଂଗ୍ରେସ ଅଣ୍ଟା ଭିଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ