Masthead

ନଡ୍ଡାଙ୍କ ରୋଡ୍‌ ଶୋ’ରେ କମ୍ପିଲା ଭୁବନେଶ୍ୱର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ନଡ୍ଡାଙ୍କ ରୋଡ୍‌ ଶୋ’ । ମାଉସୀ ମା’ ଛକରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଚାଲିଛି ରୋଡ୍‌ ଶୋ’ । ତାଙ୍କ ସହ ରହିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂହ । ଏହି ରୋଡ୍‌ ସୋ’ ସରିବା ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ ନଡ୍ଡା । ଗତକାଲି ସନ୍ଧ୍ୟାରେ ସେ ଓଡ଼ିଶାରେ ପହଞ୍ଚିଥିଲେ । ତାପରେ ମହିଳାମୋର୍ଚ୍ଚା ସହ ବୈଠକ କରିଥିଲେ ।

ସେଠାରେ ସେ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଥିଲେ । ବିଜେଡି ସରକାର ଭୋଟ୍ ପାଇଁ ଲାଞ୍ଚ ଦିଏ କହିଥିଲେ ନଡ୍ଡା । ‘ଦିନକୁ ୫୪ ପଇସାରେ ୫ ବର୍ଷର ଅଧିକାର ଛଡ଼ାଇ ନେବାକୁ ଚାହୁଁଛି ବିଜେଡି । ମହିଳାଙ୍କୁ ସୁଭଦ୍ରା ଯୋଜନାରେ ମୋଦି ସରକାର ୫୦ ହଜାର ଟଙ୍କାର ଭାଉଚର ଦେବେ । ଓଡ଼ିଶାରେ ଅଫିସରମାନଙ୍କ ସରକାର ଚାଲିଛି କହିଥିଲେ ନଡ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..