Masthead

କୋରୋନା ସଚେତନତା କାର୍ଯ୍ୟକ୍ରମ

କୋଟଗଡ଼, (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକରେ ଆଜି ପୂଣ୍ୟ ଉତ୍କଳ ସଙ୍ଗଠନ ପକ୍ଷରୁ କୋରୋନା ସଚେତନତା ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମ କୋଟଗଡ଼ ଟ୍ରାଫିକ ଛକ ପାଖରେ ହୋଇଥିଲା । ପୂଣ୍ୟ ଉତ୍କଳ ଅଧ୍ୟକ୍ଷ ମନୋରଞ୍ଜନ ମହାପାତ୍ରଙ୍କ ତତ୍ତ୍ୱାଧାନରେ ଆଜି କୋଟଗଡ଼ଠାରେ ଏହି କାର୍ଯ୍ରକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ଖାରିନାଲରେ ଥିବା ଗରିବ ଅସହାୟ ବୃଦ୍ଧବୃଦ୍ଧାଙ୍କୁ କପଡ଼ା ଓ ଶୁଖିଲା ଖାଦ୍ୟ ବିତରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ସଭାପତି ଭାରତ ବେହେରା , ସମ୍ପାଦକ ଜଗଦୀଶ ସେନାପତି ଓ କୋଟଗଡ଼ ସଭାପତି ରମେଶ ଚନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼