Masthead

ଆଜି ଓଡ଼ିଶାରେ ୩ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଫୋକସରେ ଓଡ଼ିଶା । ଆଜି ଓଡ଼ିଶାରେ ରହିଛି ୩ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରି ବିଷ୍ଣୁଦେବ ସାଏ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ବିଜେପି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର କରିବେ । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରଥମେ କବିସୂର୍ୟ୍ୟନଗର, ତା ପରେ କଂଟାବାଜି ଓ ଲୋଇସିଂଘା ପରେ ଶେଷରେ ସନ୍ଧ୍ୟାରେ କଣାସରେ ଜନସଭା କରିବେ ।

ସେହିପରି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ବୀରମିତ୍ରପୁର, ରାଜଗାଙ୍ଗପୁରର ଜାମପାଲି, ସୁନ୍ଦରଗଡ଼ର ବିଲେଇମୁଣ୍ଡାରେ ଜନସଭାକୁ ସମ୍ବୋଧନ କରିବେ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ମଧ୍ୟ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ରପୁର, ତା ପରେ ଦଶପଲ୍ଲା ଓ ଜି. ଉଦୟଗିରିରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ଆସାମ ମୁଖ୍ୟମନ୍ତ୍ରୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବିଜେପିର ପ୍ରଚାରରେ ଲାଗିପଡ଼ିଥିବା ବେଳେ ଆଜି ଏଥିରେ ସାମିଲ ହେଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼