Masthead

୨୫ ବର୍ଷର ସରକାର ବଦଳିବାର ସମୟ ଆସିଛି: ହେମାମାଳିନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେବାକୁ ଥିବା ବେଳେ ପିପିଲିରେ ରୋଡ୍‌ ଶୋ’ କରିବେ। ଏହା ପରେ ଅପରାହ୍ନରେ କଟକର କିଶନନଗରରେ ମଧ୍ୟ ରୋଡ୍‌ ଶୋ’ କରିବେ। ସେପଟେ ଭୁବନେଶ୍ବର ବିମାନବନ୍ଦର ବାହାରେ ପ୍ରତିକ୍ରିୟା ଦେଇଛନ୍ତି ହେମା ମାଳିନୀ । ସେ କହିଛନ୍ତି ରାଜ୍ୟର ୨୫ ବର୍ଷର ସରକାର ପରିବର୍ତ୍ତନ ହେବାର ସମୟ ଆସିଛି । ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା କୌଣସି ବିକାଶ ହୋଇନି । ଓଡ଼ିଶାର ବିକାଶ ପାଇଁ ଏବେ ଡବଲ ଇଞ୍ଜିନ୍ ସରକାର ଦରକାର । ମୋଦିଙ୍କ କାର୍ଯ୍ୟରେ ଦେଶବାସୀ ଖୁସି, ଏଠି ବିଜେପି ସରକାର କରିବ ବୋଲି ହେମା ମାଳିନୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ