Masthead

ଆଜି ଓଡ଼ିଶା ଆସିବେ ସଚିନ ପାଇଲଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ସାଂସଦ ରାହୁଲ ଗାନ୍ଧି, ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ପରେ କଂଗ୍ରେସର ଆଉ ଜଣେ ନେତା ଆଜି ଓଡ଼ିଶାରେ ପ୍ରଚାର ମଇଦାନକୁ ଓହ୍ଲାଇବେ । ବାଲେଶ୍ୱର ଲୋକସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ପାଇଁ ନିର୍ବାଚନୀ ପ୍ରଚାର ମଧ୍ୟ କରିପାରନ୍ତି । ସଚିନ ପ୍ରଥମେ ଅପରାହ୍ନ ସାଢ଼େ ୧୨ଟାରେ ବାଲେଶ୍ୱର ପୋଲିସ ଗ୍ରାଉଣ୍ଡ୍‌ରେ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବେ। ଏହାପରେ ଅପରାହ୍ନ ୨ଟା ୪୫ରେ ଭୋଗରାଇ ଥାନା ଛକ ନିକଟରେ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେବେ। ସନ୍ଧ୍ୟା ୬ଟାରେ ଭୁବନେଶ୍ୱର କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ ବୋଲି ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ