Masthead

ଆଗାମୀ ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତାତିରୁ ମିଳିବ ଆଶ୍ୱସ୍ତି । ଆଗାମୀ ୨୨ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ରେ ଅବପାତ ରୂପ ନେବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ