Masthead

ଦୁଇ ଦଳର ମଧୁଚନ୍ଦ୍ରିକା ଯୋଗୁଁ ରାଜ୍ୟର ସ୍ୱାର୍ଥ ଓ ବିକାଶ କାମ ବାଟବଣା ହେଉଛି: ସଚିନ ପାଇଲଟ୍

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ବର୍ଷିଲେ ସଚିନ ପାଇଲଟ୍ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ସଚିନ ପାଇଲଟ୍ । ପାଇଲଟ କହିଛନ୍ତି, ଓଡିଶାରେ ବିଜେପି ଓ ବିଜେଡି ଏକ ହୋଇଛନ୍ତି । ଦୁଇ ଦଳର ମଧୁଚନ୍ଦ୍ରିକା ଯୋଗୁଁ ରାଜ୍ୟର ସ୍ୱାର୍ଥ ଓ ବିକାଶ କାମ ବାଟବଣା ହେଉଛି । ଦେଶର ୪ଟି ପର୍ୟ୍ୟାୟ ମତଦାନ ପରେ ଏନଡିଏ ବ୍ୟାକଫୁଟକୁ ଚାଲିଯାଇଛି । ବାଲେଶ୍ୱରର ଏମପି ଶ୍ରୀକାନ୍ତ ଜେନା ଥିବା ସମୟରେ ଅଞ୍ଚଳରେ ବିକାଶ ହୋଇଥିଲା । କିନ୍ତୁ ଗତ ୧୦ ବର୍ଷ ହେଲା ବାଲେଶ୍ୱରର ବିକାଶ କାମ ଠପ ହୋଇପଡିଛି । ତେଣୁ ଏଥର ଶ୍ରୀକାନ୍ତ ଜେନା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରାଇବାକୁ ସେ ଭୋଟରଙ୍କୁ ଅପିଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି