Masthead

‘ଏଥର ସୋରରେ ନିଶ୍ଚୟ ପରିବର୍ତ୍ତନ ହେବ’

ବାହାନଗା (ବଡ଼ ଖବର ବ୍ୟୁରୋ): ସୋର ନିର୍ବାଚନମଣ୍ଡଳିରେ କଂଗ୍ରେସର ଜୋରଦାର ପ୍ରଚାର । ବାହାନଗା ବ୍ଲକର ସାହସପୁରା ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ସୁବ୍ରତ କୁମାର ଧଡ଼ା ନିଜ ସମର୍ଥକଙ୍କ ସହ ଏକ ବାଇକ ରାଲିରେ ବାହାରି ପ୍ରଚାର କରିଛନ୍ତି । ସୋର ଏବଂ ବାହାନଗା ବ୍ଲକର ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ସହ ଏବେବି ଲୋକମାନଙ୍କୁ ମୌଳିକ ସୁବିଧା ଯୋଗାଇ ଦେଇ ପାରିନାହାନ୍ତି ୨୫ ବର୍ଷର ବିଜେଡି ସରକାର । ରାଜ୍ୟର ବିଜେଡି ସରକାର ଉପରେ ବର୍ଷିବା ସହ ଏଥର ସୋରରେ ଏକ ପରିବର୍ତନ ହେବ ଓ କଂଗ୍ରେସ ବିଜୟଲାଭ କରିବ ବୋଲି କହିଛନ୍ତି ସୁବ୍ରତ କୁମାର ଧଡ଼ା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି