Masthead

ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ଆତଙ୍କୀ ଆକ୍ରମଣ

ଜମ୍ମୁକଶ୍ମୀର (ବଡ଼ ଖବର ବ୍ୟୁରୋ): ଜମ୍ମୁ-କାଶ୍ମୀରରେ ଦୁଇ ଦୁଇଟି ଆତଙ୍କବାଦୀ ଆକ୍ରମଣ । ଅନନ୍ତନାଗରେ ପର୍ଯ୍ୟଟକଙ୍କୁ ଗୁଳିମାରି ହତ୍ୟା । ସୋପିଆନରେ ବିଜେପି ନେତାଙ୍କୁ ହତ୍ୟା । ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ଆତଙ୍କବାଦୀ ଆକ୍ରମଣ। ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି ପର୍ଯ୍ୟଟକ ଦମ୍ପତ୍ତି ଓ ଜଣେ ବିଜେପି ନେତାଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ ।

ଆତଙ୍କବାଦୀମାନେ ଜମ୍ମୁକଶ୍ମୀରର ଅନନ୍ତନାଗରେ ଏକ ପର୍ଯ୍ୟଟକ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ । ଫଳରେ ଜୟପୁରରୁ କଶ୍ମୀର ବୁଲିବାକୁ ଆସିଥିବା ଟୁରିଷ୍ଟ ଦମ୍ପତ୍ତି ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେହିପରି ସୋପିଆନା ହିରାପୋରା ଇଲାକାରେ ଆତଙ୍କବାଦୀମାନେ ଜଣେ ବିଜେପି ନେତା ତଥା ପୂର୍ବତନ ସରପଞ୍ଚ ଏଜାଜ ଅହମଦଙ୍କ ଉପରେ ଗୁଳିମାଡ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍