Masthead

ନିର୍ବାଚନ ପୂର୍ବରୁ ବଡ଼ ଧରଣର ଆଇଟି ରେଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଜଣେ ଜୋତା ବ୍ୟବସାୟୀଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି । ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଆୟକର ଅଧିକାରୀମାନେ ଟଙ୍କା ଗଣା କାର୍ଯ୍ୟରେ ଲାଗିଥିବା ବେଳେ ଏପର୍ଯ୍ୟନ୍ତ ନଗଦ ୪୦ କୋଟି ଟଙ୍କା ଜବତ ହୋଇଛି । ଟଙ୍କା ଗଣା ଜାରି ରହିଥିବାରୁ ଜବତ ଟଙ୍କାର ପରିମାଣ ବୃଦ୍ଧି ପାଇବ ବୋଲି କୁହାଯାଉଛି । ଶନିବାର ଅପରାହ୍ନରୁ ଆୟକର ବିଭାଗର ଏକ ସ୍ବତନ୍ତ୍ର ଟିମ ଚଢାଉ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର