Masthead

ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର

ସୋର (ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର । ସୋର ବ୍ଲକ ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଗୁରୁତର ରୋଗୀଙ୍କୁ ଚିକତ୍ସା ନକରି ୧୦୮ ଆମ୍ବୁଲାନ୍ସ ଫେରାଇ ଦେଲେ ସିକ୍ୟୁରିଟି ଏବଂ ଡାକ୍ତର । ଗୁରୁତର ରୋଗୀଙ୍କୁ ସୋର ଡାକ୍ତରଖାନା ରେ ଭର୍ତ୍ତି ପରେ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର । ରୋଗୀଙ୍କ ପ୍ରଶ୍ନ ଡାକ୍ତରଖାନା କାହା ପାଇଁ ।

ଗତକାଲି ସନ୍ଧ୍ୟାରେ ସୋର ବ୍ଲକ ଅନନ୍ତପୁର ପଂଚାୟତ ପୁରୁଷୋତ୍ତମ ପୁର ଗ୍ରାମର ଏକ ଗଣ୍ଡଗୋଳ ଘଟଣାରେ ୭ ଜଣ ଛୋଟ ପିଲା ଓ ଆଠ ଜଣ ମହିଳାଙ୍କୁ ନେଇ ନିକଟସ୍ଥ ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଠାରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀ ସନ୍ଧ୍ୟା ପରେ ଏଠାକୁ ରୋଗୀ ଆଣିବା ମନା ବୋଲି କହି ଦୁର୍ବ୍ୟବହାର କରି ଫେରାଇ ଦେଇଥିଲେ । ପରେ ସୋର ଡାକ୍ତରଖାନା ପହଂଚି ଚିକିତ୍ସା ହେବା ସହ ଗୁରୁତରଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ