Masthead

ପଦ୍ମ ଧରିଲେ ସମୀର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ନିମାପଡ଼ା ବିଧାୟକ ସମୀର ଦାଶ । ବିଜେଡି ଛାଡ଼ି ବିଜେପିରେ ମିଶିଲେ ସମୀର ଦାଶ । ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ । ବିଜୟପାଲ ସିଂ ତୋମାର, ମନମୋହନ ସାମଲଙ୍କ ଉପସ୍ଥିତିରେ ମିଶିଲେ ସମୀର । ଟିକେଟ କଟିଥିବାରୁ ସକାଳେ ବିଜେଡି ଛାଡ଼ିଥିଲେ ସମୀର ।  ବିଜେଡି ନେତୃବୃନ୍ଦ ଭରସା ନ କରିବାରୁ ଦଳ ଛାଡ଼ିଲି କହିଲେ ସମୀର ।  ପ୍ରଭାତି ପରିଡ଼ା ଲକ୍ଷାଧିକ ଭୋଟରେ ନିଶ୍ଚିତ ଜିତିବେ ବୋଲି କହିଛନ୍ତି ସମୀର ।

ବିଜେପିରେ ସାମିଲ୍ ହେବା ପରେ ସମୀର ଦାଶଙ୍କ ପ୍ରତିକ୍ରିୟା । ମୋ ଉପରେ ବିଜେଡି ନେତାଙ୍କ ଭରସା ରହିଲାନି । ନେତୃତ୍ବର ଭରସା ନ ରହିଲେ ଦଳରେ କାର୍ଯ୍ୟ କରିବା ସମ୍ଭବ ନୁହେଁ । ମୋଦିଙ୍କ ନେତୃତ୍ବରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଲି । ମୋଦି ଆତ୍ମବିଶ୍ବାସ ଓ ଭରସାର ବାତାବରଣ ସୃଷ୍ଟି କରିଛନ୍ତି । ମୋଦି କେବଳ କୁହନ୍ତିନି, କାର୍ଯ୍ୟରେ କରି ଦେଖାନ୍ତି ବୋଲି କହିଛନ୍ତି ସମୀର । ମୋତେ ଦଳ ଯେଉଁ ଦାୟିତ୍ବ ଦେବ ନିଷ୍ଠାର ସହ ତୁଲାଇବି । ନିର୍ବାଚନ ବେଳେ ଓ ନିର୍ବାଚନ ପରେ ଯେଉଁ ଦାୟିତ୍ବ ମିଳିବ ତୁଲାଇବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ