Masthead

୨୫ ବର୍ଷ ଶାସନରେ ଓଡ଼ିଶା ଯେଉଁଠି ପହଞ୍ଚିବା କଥା ପହଞ୍ଚିନି: ରାଜନାଥ ସିଂ

ରେଢ଼ାଖୋଲ (ବଡ଼ ଖବର ବ୍ୟୁରୋ): ରେଢ଼ାଖୋଲ ସଭାରେ ରାଜନାଥ ସିଂଙ୍କ ସମ୍ବୋଧନ । କହିଛନ୍ତି ଏଠି ୫୦ ବର୍ଷ କଂଗ୍ରେସ, ୨୫ ବର୍ଷ ବିଜେଡି ଶାସନ କରିଛି । ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି । ଏପରିକି ରତ୍ନଭଣ୍ଡାର ଚାବି ବି ହଜାଇ ଦେଲେ । ଯେଉଁ ଦିନ ଆମ ସରକାର ହେବ ଏହାର ତଦନ୍ତ ହେବ ବୋଲି କହିଛନ୍ତି ରାଜନାଥ । ସେ ଆହୁରି ମଧ୍ୟ କହିଛନ୍ତି କିଏ ରତ୍ନଭଣ୍ଡାର ଚାବି ହଜାଇଲା ତଦନ୍ତ ହେବ ।

ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଭାରତର ଛବି ବଦଳିଛି । ଏବେ ଅନ୍ତର୍ଜାତୀୟ ମଞ୍ଚରେ ଭାରତ କହିଲେ ସମସ୍ତେ ଧ୍ୟାନ ଦେଇ ଶୁଣୁଛନ୍ତି । ରୁଷିଆ-ୟୁକ୍ରେନ ସଂଘର୍ଷରେ ଭାରତୀୟ ଛାତ୍ରଛାତ୍ରୀ ଫସି ରହିଥିଲେ । ପୁଟିନ ଓ ଜେଲେନସ୍କିଙ୍କ ସହ କଥା ହୋଇ ମୋଦି ସାଢ଼େ ୪ ଘଣ୍ଟା ଯୁଦ୍ଧ ରୋକିଲେ । ଓଡ଼ିଶାରେ ପକ୍କା ଘର ଯେଭଳି ହେବା କଥା ବିଜେଡି ସରକାର କରିନି । ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରାଯାଉନି। ବିଜେପି ସରକାର ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ ହେବ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ