Masthead

ପୁଣି ଓଡ଼ିଶା ଆସିବେ ରାହୁଲ-ଖଡଗେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ। ୩ ଦିନ ୨୬, ୨୭ ଓ ୨୮ରେ ନିର୍ବାଚନୀ ପ୍ରଚାର କରିବେ ଦୁଇ ହେଭିୱେଟ । ବାଲେଶ୍ବର ଓ ଭଦ୍ରକର ବିଭିନ୍ନ ସ୍ଥାନରେ କରିବେ ପ୍ରଚାର ଦୁଇ ବରିଷ୍ଠ ନେତା । ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି