Masthead

ମୋଦିଙ୍କ ପ୍ରଚାର ପାଇଁ କଟକରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଫୋକସରେ ଓଡ଼ିଶା । ନିର୍ବାଚନ ପାଇଁ ବିଜେପିର ହେଭିୱେଟ ନେତା ଓଡ଼ିଶାରେ କରୁଛନ୍ତି ଜୋରଦାର ପ୍ରଚାର । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପୁରୀରେ ରୋଡ ଶୋ’ କରିବେ ମୋଦି । ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦି । ରାଜଭବନରେ ରାତ୍ରୀରହଣୀ ପରେ ଆସନ୍ତାକାଲି ପୁରୀ ଯିବେ ମୋଦି । ପ୍ରଥମେ ଶ୍ରୀଜିଉଙ୍କ ଦର୍ଶନ କରି ପରେ ପୁରୀରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ । ପୁରୀରେ ରୋଡ ଶୋ’ ପରେ କଟକରେ ପ୍ରଧାନମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ଗସ୍ତ ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ ।୧୫୦ ଅଫିସର, ୨୨ ଏସିପିଙ୍କ ସମେତ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯିବ । ମୋଦିଙ୍କ ଗସ୍ତ ପାଇଁ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉପରେ ମଧ୍ୟ କଟକଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ