Masthead

୯ଟା ସୁଦ୍ଧା ୬.୯୯% ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ । ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସହ ଏସବୁ କ୍ଷେତ୍ରରେ ଥିବା ୩୫ ବିଧାନସଭା ଆସନରେ ମତଦାତା ଲେଖିବେ ପ୍ରାର୍ଥୀଙ୍କ ଭାଗ୍ୟ । ଲୋକସଭା ପାଇଁ ୪୦ଜଣ ପ୍ରାର୍ଥୀ ଲଢୁଥିବା ବେଳେ ବିଧାନସଭା ପାଇଁ ୨୬୫ ଜଣ ପ୍ରାର୍ଥୀ ।

ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢୁଥିବା କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ବି ପଡ଼ିବ ଭୋଟ । ସକାଳ ୭ଟାରୁ ଆରମ୍ଭ ହେଲାଣି ମତଦାନ । ତେବେ ସକାଳ ୯ଟା ସୁଦ୍ଧା ଭୋଟ୍ ହାର ୬.୯୯ ପ୍ରତିଶତ ହୋଇଛି । ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ ହୋଇଛି । ବଲାଙ୍ଗିରରେ ସର୍ବନିମ୍ନ ୪.୯୬% ମତଦାନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା