Masthead

ଓଡ଼ିଶାର ଗରିବୀ ଦେଖି ମୋତେ କଷ୍ଟ ହେଉଛି: ମୋଦି

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୁଳ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବକ୍ତବ୍ୟ । କହିଛନ୍ତି ଓଡ଼ିଶା କଳାର ଧାମ, ପ୍ରତି ପରିବାରରେ କଳା ରହିଛି । ଜୀବନର ଲମ୍ବା ସମୟ ପାର୍ଟିର ସଂଗଠନରେ ଲଗାଇଛି । ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ । ସକାଳ ୭ଟାରେ ପୁରୀରେ ଆଶ୍ଚର୍ଯ୍ୟଜନକ ଭିଡ଼ ଦେଖିଲି । ପ୍ରଭୁ ଜଗନ୍ନାଥ ଯେକୌଣସି ଲୋକର ଆଶା ପୂରଣ କରନ୍ତି । ଓଡ଼ିଶାର ସୁଖ ସମୃଦ୍ଧି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶିଷ ମାଗିଲି । ସମସ୍ତଙ୍କୁ ଭୋଟ ଦେବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ ।

ସେ ଆହୁରି ମଧ୍ୟ କହିଛନ୍ତ କିଛି ନିର୍ଦ୍ଦିଷ୍ଟ ଭ୍ରଷ୍ଟାଚାରୀ ମୁଖ୍ୟମନ୍ତ୍ରୀଙ୍କ ନିବାସକୁ ପୂରା ଘେରି ରହିଛନ୍ତି । ଓଡ଼ିଶାକୁ ଡିଏମ୍‌ଏଫ୍ ଭାବେ ୨୬ ହଜାର କୋଟି ଟଙ୍କା ଦେଇଛୁ । ବିଜେଡି ଶାସନରେ ଓଡ଼ିଶା ସଂପଦ, ସଂସ୍କୃତି ସବୁ ଅସୁରକ୍ଷିତ । ଓଡ଼ିଶାର ଗରିବୀ ଦେଖି ମୋ ହୃଦୟକୁ ବହୁତ କଷ୍ଟ ହେଉଛି । ମୋ ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା । ଓଡ଼ିଶା ବରବାଦୀର କାରଣ ହେଲା ବିଜେଡି ସରକାର । ବିଜେଡି ସରକାର ପୂରା ଭ୍ରଷ୍ଟାଚାରୀଙ୍କ ଦ୍ବାରା ଘେରି ରହିଛି । ସାରା ଦେଶବାସୀ ମୋଦି ସରକାରଙ୍କୁ ୩ୟ ଥର ଆଣିବାକୁ ଚାହୁଁଛନ୍ତି । ନିର୍ବାଚନୀ ପର୍ବରେ ନବଯୁବକଙ୍କ ଉତ୍ସାହ ସର୍ବତ୍ର ଦେଖିବାକୁ ମିଳୁଛି । ଓଡ଼ିଶାର ପୁରପଲ୍ଲୀରେ ଗୋଟିଏ ନାରା ସବୁଠି ଗୁଞ୍ଜରିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ