Masthead

୬ ବର୍ଷ ହେଲା ଚାବି ମିଳୁନାହିଁ, ବିଜେଡିର ଚୁପ୍ ସନ୍ଦେହ ବଢାଉଛି: ପ୍ରଧାନମନ୍ତ୍ରୀ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ । ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି ବୋଲି ଅନୁଗୁଳ ଜନସଭାକୁକୁ ସମ୍ବୋଧିତ କରୀ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ବିଜେଡି ସରକାର ଉପରେ ବର୍ଷିବା ସହ କହିଛନ୍ତି ଆମ ଘରର ଚାବି ହଜିଲେ ଆମେ ପ୍ରଭୁ ଜଗନ୍ନାଥଙ୍କୁ ଡାକୁ । ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ଆମ ଘର ଚାବି ମିଳିଯାଏ ।

୬ ବର୍ଷ ହେଲାଣି କିନ୍ତୁ ରତ୍ନଭଣ୍ଡାର ଚାବି ମିଳୁନାହିଁ । ଏହା ପଛରେ ମୁଖ୍ୟମନ୍ତ୍ରୀଙ୍କୁ ଘେରି ରହିଥିବା ଲୋକ ଦାୟୀ । ଯାଞ୍ଚ ରିପୋର୍ଟରେ କଣ ଥିଲା, ଯାହା ପାଇଁ ବିଜେଡି ରିପୋର୍ଟ ଚାପିଛି । ବିଜେଡିର ଚୁପ୍‌ ରହିବା ନେଇ ସନ୍ଦେହ ବଢ଼ିବାରେ ଲାଗିଛି । ଓଡ଼ିଶାରେ ବିଜେପି ସରକାର ଆସିବା କ୍ଷଣି କ୍ଷୀର-ପାଣି ଅଲଗା ହେବ । ବିଜେପି ସରକାର ଯାଞ୍ଚ ରିପୋର୍ଟକୁ ସାର୍ବଜନୀନ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’