Masthead

ଯଦି କିଛି ଗଡ଼ବଡ଼ି ଥିବ, ମୋଦି କାହାକୁ ଛାଡ଼ିବ ନାହିଁ: ପ୍ରଧାନମନ୍ତ୍ରୀ

କଟକ (ବଡ଼ ଖବର ବ୍ୟୁରୋ): କଟକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ମନ୍ତବ୍ୟ । ପୁଣି ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ । କହିଛନ୍ତି ଲୋକ କହୁଛନ୍ତି ରତ୍ନଭଣ୍ଡାର ଚାବି ତାମିଲନାଡୁ ପଳାଇଛି । ରତ୍ନଭଣ୍ଡାର ଚାବି ତାମିଲନାଡୁ କିଏ ନେଇ ଯାଇଛି । ଏଭଳି ଲୋକକୁ କ୍ଷମା କରିବେ ନାହିଁ ଓଡ଼ିଶାବାସୀ । ଏଭଳି ଅବସ୍ଥାରେ ଯାଞ୍ଚ କମିଟି ରିପୋର୍ଟକୁ ଚାପି ଦିଆଯାଇଛି ।

ବିଜେପି ସରକାର ଆସିବା କ୍ଷଣି ଚାବିର ରାଜ୍‌ ଖୋଲିବ । ଯାଞ୍ଚ ରିପୋର୍ଟ ସାର୍ବଜନୀନ କରାଯିବ । ଯଦି କିଛି ଗଡ଼ବଡ଼ି ଥିବ, ମୋଦି କାହାକୁ ଛାଡ଼ିବ ନାହିଁ । କଟକକୁ ଚାରିପଟୁ ନଦୀ ଘେରି ରହିଛି, କିନ୍ତୁ ଏଠି ପିଇବା ପାଣି ସମସ୍ୟା । କାରଣ ଏଠିକା ସରକାର ପ୍ରକଳ୍ପକୁ ଅଟକାଇ ରଖିଛନ୍ତି । ବିଜେଡି ଗରିବଙ୍କୁ ନୂଆ ପକ୍କା ଘର ଦେବାରେ ଅନ୍ତରାୟ ସାଜୁଛି । ଗରିବଙ୍କୁ ହଇରାଣ କେବଳ ଶତ୍ରୁ ହିଁ କରିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ