Masthead

ବୁଥ୍‌ ଭିତରେ ବିଜେଡି କର୍ମୀଙ୍କ ଗୁଣ୍ଡାଗର୍ଦ୍ଦି

ଭଞ୍ଜନଗର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିର୍ବାଚନମଣ୍ଡଳିର ତୁରୁମୁ ପଞ୍ଚାୟତର ବେରୁଆବାଡ଼ି ଗ୍ରାମର ୪୭ ନଂ ବୁଥରେ ବିଜେଡି କର୍ମୀଙ୍କ ରିଗିଂ ଉଦ୍ୟମ । ବୁଥ ରିଗିଂ ପାଇଁ ଚେଷ୍ଟା ବେଳେ ବିଜେପି କର୍ମୀଙ୍କ ବିରୋଧ ଯୋଗୁ ଉଭୟ କର୍ମୀ ହାତାହାତି ହୋଇଥିବା ସୂଚନା। ଘଟଣାସ୍ଥଳରେ ତାରାସିଙ୍ଗି ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ପରେ ମତଦାନ ପ୍ରକ୍ରିୟା ସ୍ୱାଭାବିକ ରହିଛି।

ବୁଥ୍ ରିଗିଂ କରିବାକୁ ଚେଷ୍ଟାବେଳେ ବିଜେପି କର୍ମୀଙ୍କୁ ବିରୋଧ କରିବା ଯୋଗୁଁ ଉଭୟ ଗୋଷ୍ଠୀ ମଧ୍ୟରେ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ବଚସା ହୋଇଥିଲା କ୍ରମେ ମାରପିଟ୍ ଆରମ୍ଭ ହୋଇଯାଇଥିଲା । ପରେ ପୋଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି