Masthead

ଭୋଟବେଳେ ବରଗଡରେ ହତ୍ୟାକାଣ୍ଡ, ଜଣେ ମୃତ

ଅତାବିରା(ବଡ଼ ଖବର ବ୍ୟୁରୋ): ଭୋଟ ବେଳେ ହତ୍ୟାକାଣ୍ଡ । ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା । ଏଭଳି ଘଟଣା ଘଟିଛି ବରଗଡ଼ ସଦର ଥାନା ସରସରା ଗାଁରେ ବୀଭତ୍ସ ହତ୍ୟାକାଣ୍ଡ । ବୁଥରେ ଦୁଇ ଗୋଷ୍ଠୀ ମଧ୍ୟରେ ବଚସାରୁ ଜଣେ ଅଟୋ ଡ୍ରାଇଭରକୁ ଏକ ଗୋଷ୍ଠୀ ଭୁଜାଲି ଆକ୍ରମଣ କରି ହତ୍ୟା କରିଛନ୍ତି । ମୃତକଙ୍କ ନାଁ ବିଶ୍ୱନାଥ ମେହେର ବୋଲି ଜଣାପଡିଛି । ଘଟଣା ପରେ ଗାଁକୁ ପହଞ୍ଚିଛନ୍ତି ଆଇଜି ହିମାଂଶୁ ଲାଲ ଓ ବରଗଡ ଏସପି ପ୍ରହଲ୍ଲାଦ ସାଇ ମିନା । କିଛି ଭୋଟରଙ୍କୁ ଧରି ଅଟୋ ଚାଳକ ଯିବାବେଳେ ହତ୍ୟା ହୋଇଥିବା ସୂଚନା । କେଉଁମାନେ ହତ୍ୟା କରିଛନ୍ତି ଓ ହତ୍ୟାର କାରଣ ଅସ୍ପଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା