Masthead

ଦେଶରେ ପଞ୍ଚମ ଓ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ପଡ଼ିଲା ଭୋଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସରିଲା ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଦ୍ୱିତୀୟ ପର୍ଯ୍ୟାୟରେ ୬୭.୫୯ ପ୍ରତିଶତ ମତଦାନ । ୫ ସଂସଦୀୟ କ୍ଷେତ୍ର ଓ ଏହା ଅଧିନସ୍ଥ ୩୫ ବିଧାନସଭା ଆସନରେ ମନ ପସନ୍ଦର ପ୍ରତିନିଧି ବାଛିଲେ ଭୋଟର । ଦେଶରେ ୫ମ ପର୍ୟ୍ୟାୟରେ ପ୍ରାୟ ୬୦.୦୯% ମତଦାନ ହୋଇଛି । ସେହିପରି ପଶ୍ଚିମବଙ୍ଗରେ ସର୍ବାଧିକ ୭୪. ୬୫ ପ୍ରତିଶତ ଭୋଟିଂ ହୋଇଛି । ଗତକାଲି ରାଜ୍ୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସମେତ ଏହା ଅଧିନରେ ଥିବା ସମସ୍ତ ୩୫ ବିଧାନସଭା ପାଇଁ ଭୋଟ୍ ପଡ଼ିଛି । ୩୦୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଛି । ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଓ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ