Masthead

କ୍ଷମା ମାଗିଲେ ସମ୍ବିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁଲ ଉଚ୍ଚାରଣ । ଏବେ ୩ ଦିନ କରିବେ ଉପବାସ । ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କିତ ବୟାନ ପରେ ଭୁଲ ସ୍ୱୀକାର କଲେ ପୁରୀ ଲୋକସଭା ଆସନ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର । ଜଗନ୍ନାଥ ଓ ମୋଦୀଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରାର୍ଥୀ ସମ୍ବିତ ପାତ୍ର । ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଭୁଲ ବଶତଃ ଉଚ୍ଚାରଣ ହୋଇଥିଲା ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭକ୍ତ ମୋଦୀ ବୋଲି କହିବା ବଦଳରେ ମୋଦୀଙ୍କ ଭକ୍ତ ଜଗନ୍ନାଥ ବୋଲି ଉଚ୍ଚାରଣ କରିଥିଲେ । ଏହାକୁ ନେଇ ରାଜନୀତି କରିବା ଅନୁଚିତ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ସମୟରେ ପୁରୀ ବଡଦାଣ୍ଡରେ ଜନଗହଳି ଥିଲା । ସେହି ସମୟରେ ସାମ୍ବାଦିକଙ୍କୁ ପ୍ରତିକ୍ରିୟା ଦେବା ବେଳେ ଭୁଲରେ ଏଭଳି କହିଥିବା େ ଓ ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !