ନୀଳଗିରିରେ ଶ୍ରୀକାନ୍ତଙ୍କ ଶକ୍ତି ପ୍ରଦର୍ଶନ

ନୀଳଗିରି (ବଡ଼ ଖବର ବ୍ୟୁରୋ): ନୀଳଗିରି ନିର୍ବାଚନମଣ୍ଡଳି ବରହମପୁର ଠାରେ କଂଗ୍ରେସ ତରଫରୁ ଏକ ବିରାଟ ଶୋଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ନୀଳଗିରି କଂଗ୍ରେସର ବିଧାୟକ ପ୍ରାର୍ଥୀ ଅକ୍ଷୟ ଆଚାର୍ଯ୍ୟ, ବାଲେଶ୍ଵର କଂଗ୍ରେସ ସାଂସଦ ପ୍ରାର୍ଥୀ ଶ୍ରୀକାନ୍ତ ଜେନା, କଂଗ୍ରେସର ଯୁବ ନେତା ଆଶିଷ ପଟ୍ଟନାୟକ, ପ୍ରଫୁଲ୍ଲ ରାଉଳଙ୍କ ସହିତ ପ୍ରାୟ ତିନି ହଜାରରୁ ଊର୍ଦ୍ଧ୍ଵ ଲୋକ ଉପସ୍ଥିତ ଥିଲେ ।

ଶ୍ରୀକାନ୍ତ ଜେନା ବିଜେପି ଏବଂ ବିଜେଡିକୁ ଟାର୍ଗେଟ କରି କହିଥିଲେ କି ରାଜ୍ୟରେ ସ୍ୱାସ୍ଥ୍ୟ, ପାନୀୟ, ନିଯୁକ୍ତି ବ୍ୟବସ୍ଥା ଭୁଶୁଡ଼ି ପଡିଛି । ଖଣି ଖାଦାନ ଲୁଟି ନେଉଛନ୍ତି ରାଜ୍ୟ ସରକାର । ତେବେ ଏହି ସଭାରେ ଶ୍ରୀ ଜେନା ତାଙ୍କ ଅଭିଭାଷଣରେ କହିଥିଲେ ଚଳିତ ନିର୍ବାଚନରେ ଜିତିଲେ ବାଲେଶ୍ବର ବିକାଶର ମୋର ଯେଉଁ ଅଧୁରା ସ୍ଵପ୍ନ ରହିଛି ତାକୁ ପୂରଣ କରିବି ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର