Masthead

ଓଡ଼ିଆ ଫିଲ୍ମ ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରଲୋକରେ ଓଡ଼ିଆ ଫିଲ୍ମ ପ୍ରଯୋଜକ ବିଜୟ ପଟ୍ଟନାୟକ । ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ କଲେ ଶେଷ ନିଶ୍ୱାସ ତ୍ୟାଗ। ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି । ତାଙ୍କ ବିୟୋଗରେ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି । ବିଜୟ ପଟ୍ଟନାୟକ ଏକାଧାରାରେ ମଞ୍ଚ, ସିନେମା, ଏବଂ ଧାରାବାହିକ ଅଭିନୟ କରୁଥିଲେ । ନିଜର ନିଖୁଣ ଅଭିନୟ ଜରିଆରେ ଦର୍ଶକଙ୍କ ମନମୁଗ୍ଧ କରୁଥିଲେ ।

ଏପିରିକି ତାଙ୍କର ଚମତ୍କାର ଅଭିନୟକୁ କେହି କେହି ନୂଆ ଟ୍ରେଣ୍ଡ ସେଟର ବୋଲି କହୁଥିଲେ ।ତାଙ୍କ ନିଖୁଣ ଅଭିନୟ ପାଇଁ ସଙ୍ଗୀତ ଏକଡେମୀ ପକ୍ଷରୁ ମଧ୍ୟ ସମ୍ମାନିତ ହୋଇଛନ୍ତି । ନିଜ କ୍ୟାରିୟରରେ ସବୁବେଳେ ବଛା ବଛା ଫିଲ୍ମରେ ଅଭିନୟ କରିଥିଲେ । ହେଲେ ଏବେ ଆଉନାହାନ୍ତି ଏହି ବରିଷ୍ଠ ଅଭିନେତା ବିଜୟ ପଟ୍ଟନାୟକ । ଦୁଃଖର ସାଗରରେ ସମସ୍ତଙ୍କୁ ଭସାଇ ଆରପାରିକୁ ଚାଲିଗଲେ ବିଜୟ ପଟ୍ଟନାୟକ । ମାତ୍ର ୭୮ ବର୍ଷ ବୟସରେ ଆଖିବୁଝିଛନ୍ତି ବରିଷ୍ଠ ଅଭିନେତା ବିଜୟ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ