Masthead

ବିଜେପି ଆସିଲେ ଓଡ଼ିଶାର ସନ୍ତାନ ଶାସନ କରିବେ, ବାବୁ ନୁହେଁ : ଅମିତ ଶାହ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ବିଜେପି ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ ପଢ଼ାଇବୁ । ୧୮ ମାସରେ ଚିଟ୍‌ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍‌ରେ ପୁରାଇବୁ ବୋଲି ସମ୍ବଲପୁର ସଭାରେ କହିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ସେ କହିଛନ୍ତି ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୁରାଇ ଲୋକଙ୍କୁ ପଇସା ଫେରାଇବୁ । ଓଡ଼ିଶାର ୧୫ ଲକ୍ଷ ଗରିବଙ୍କୁ ଆମେ ଘର ଦେବୁ ବୋଲି କହିଛନ୍ତି ଶାହ ।

ସେ ଆହୁରି ମଧ୍ୟ କହିଛନ୍ତି ବିଜେଡି ସରକାର ରାମ ଉତ୍ସବରେ ଯୋଗଦେବାରେ ବାଧା ଦେଲେ । ମୋଦି ଦେଶକୁ ସୁରକ୍ଷିତ, ସମୃଦ୍ଧ ବନାଇଛନ୍ତି । ଆଗାମୀ ୨୫ ବର୍ଷ, ଭାରତର ୨୫ ବର୍ଷ ହେବ । । ଓଡ଼ିଶାବାସୀ ନବୀନ ବାବୁଙ୍କୁ ବହୁତ ସହିଲେଣି । ନବୀନ ବାବୁ କିଛି କରୁନାହାନ୍ତି, ତାଙ୍କ ବାବୁମାନେ ଶାସନ କରୁଛନ୍ତି । ବିଜେପି ଆସିଲେ ଓଡ଼ିଶାର ସନ୍ତାନ ଶାସନ କରିବେ, ବାବୁ ନୁହେଁ । ବିଜେପିକୁ ବିଜୟୀ କରାନ୍ତୁ, ସମୃଦ୍ଧ ଓ ସ୍ବାଭିମାନୀ ଓଡ଼ିଶା ବନାନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ