Masthead

୨୨ରେ ଓଡ଼ିଶା ଆସିବେ ରାମାୟଣ ରାମ ଅରୁଣ ଗୋଭିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଫୋକସରେ ଓଡ଼ିଶା । ନିର୍ବାଚନ ପାଇଁ ଓଡ଼ିଶାରେ ବିଜେପି କେନ୍ଦ୍ରୀୟ ନେତୃତ୍ୱଙ୍କ ମାରାଥନ ପ୍ରଚାର । ଏହି କ୍ରମରେ ୨୨ରେ ଓଡ଼ିଶା ଆସିବେ ରାମାୟଣ ରାମ ଅରୁଣ ଗୋଭିଲ । ବିଜେପି ନେତା ଅରୁଣ ଗୋଭିଲ ୨୨ରେ ୪ଟି ସଭାରେ ଯୋଗଦେବେ । ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼