Masthead

୨୬ ତାରିଖରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ । www.orissaresults.nic.inରେ ପ୍ରକାଶ ପାଇବ ରେଜଲ୍ଟ ।  ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ କରାଯିବ। ସିଏଚଏସଇ ପକ୍ଷରୁଆଜି ଏହି ସୂଚନା ଦିଆଯାଇଛି। ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା