Masthead

ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି-ଅମତି ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଆସିବେ ମୋଦି-ଅମତି ଶାହ । ୨୯ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ବିଜୟପାଲସିଂ ତୋମାରଙ୍କ ସୂଚନା । କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ସେପଟେ ଆସନ୍ତା ୨୫ରେ ପୁଣି ଓଡ଼ିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ବାରିପଦା, ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ କାର୍ଯ୍ୟକ୍ରମ ରହିଛି ।

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଦିନ ଶାହା ଓଡ଼ିଶା ଗସ୍ତରେ ଆସି ବାରିପଦା, ଚାନ୍ଦବାଲି, କୋରେଇ, ନିମାପଡାରେ ସମାବେଶ କରିବେ । ଅମିତ ଶାହା ମଧ୍ୟ ଚଳିତ ନିର୍ବାଚନରେ ଘନ ଘନ ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବା ସହ ରାଜ୍ୟ ସରକାରଙ୍କୁ ଶାଣିତ ଆକ୍ରମଣ କରୁଛନ୍ତି । ବିଭିନ୍ନ ପ୍ରସଙ୍ଗରେ ବିଜେଡି ସରକାରକୁ ଘେରିବା ସହ ଓଡ଼ିଶାବାସୀ ବିଜେପି ସରକାରକୁ ସୁଯୋଗ ଦିଅନ୍ତୁ ବୋଲି ଅପିଲ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା